ଓଡ଼ିଶାରେ ଆଇଏଏସ ସ୍ତରରେ ଅଦଳ ବଦଳ

0

ଭୁବନେଶ୍ୱର : ଜୁଲାଇ ୨୭: ଆଇଏଏସ ସ୍ତରରେ ହୋଇଛି ଅଦଳ ବଦଳ । ଏହି ଅନୁସାରେ ରାଜ କୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିଶନର । ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ସହ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏମଏସଏମଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ ବିଭାଗ ସଚିବ, ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.