କରୋନା : ଗଡିଲା ଆଉ ଗୋଟିଏ ମୁଣ୍ଡ; ଓଡ଼ିଶାରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୧୧

0

ଭୁବନେଶ୍ୱର : ଜୁନ ୧୪:ରାଜ୍ୟରେ ଆଉ ଏକ ମୁଣ୍ଡ ନେଇଛି କରୋନା । ମୃତକ ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ବ୍ୟକ୍ତି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ବ୍ୟକ୍ତିଙ୍କ ମୃତୁ୍ୟ ଫଳରେ ରାଜ୍ୟରେ କରୋନା ମୃତୁ୍ୟ ସଂଖ୍ୟା ୧୧ରେ ପହଞ୍ଚିଛି । ଅପରପକ୍ଷରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯ରେ ପହଞ୍ଚିଛି ।

Leave A Reply

Your email address will not be published.