ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ; ମୋଟ ମୃତ୍ୟୁ ସଂଖ୍ୟା ୧୫ ରେ ପହଁଚିଲା

0

ଭୁବନେଶ୍ୱର: ଜୁନ ୨୨: ଓଡ଼ିଶାରେ ଆଜି ଜଣେ କରୋନା ରୋଗୀଙ୍କର ମୃତ୍ୟୁ ହେଇଛି I ଏହାକୁ ମିଶାଇ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ରେ ପହଂଚିଛି I ଗଂଜାମ ଜିଲ୍ଲାର ୪୬ ବର୍ଷ ବୟସ୍କ ଏହି ବ୍ୟକ୍ତି ଜଣଙ୍କ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ I ଗତ କଲି ମଧ୍ୟ ଦୁଇ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହେଇଥିଲା I

 

Leave A Reply

Your email address will not be published.