ଭୁବନେଶ୍ୱର : ଦୈନିକ ଖବର କାଗଜ ‘ସମ୍ବାଦ’ର ସମ୍ପାଦକ ପଦରୁ ସୌମ୍ୟ ରଂଜନ ପଟ୍ଟନାୟକଙ୍କ ଇସ୍ତଫା I ବ୍ୟକ୍ତିଗତ କାରଣରୁ ଦୈନିକ ଖବରକାଗଜ ‘ସମ୍ବାଦ’ ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ‘ସମ୍ବାଦ’ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ଆଜି ‘ସମ୍ବାଦ’ ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।
Comments are closed.