+2 exam starts from today
ଜିଲ୍ଲା  ଓଡ଼ିଶା 

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା ଭୁବନେଶ୍ୱର: ଅପ୍ରେଲ ୨୮: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା । ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଆଜି ପ୍ରଥମ ଦିନରେ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀ ଏମଆଇଏଲ (ଓଡ଼ିଆ) ବିଷୟରେ ପରୀକ୍ଷା ଦେବେ । ପରୀକ୍ଷାର୍ଥୀ ୮ ଟାରୁ ୮ଟା ୩୦ ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିଛନ୍ତି । ୧୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନ ପତ୍ର ଏବଂ ୫ ମିନିଟ ପୂର୍ବରୁ […]
Read More...

Advertisement