ଦୁଇମାସରେ ଫାଇନ ଆଦାୟ ଦେଢ କୋଟି ଟଙ୍କା

ସମୟ ଲାଇଭ,୧୪/୧୧:ରାଜ୍ୟରେ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ମାତ୍ର ଦୁଇ ମାସ ମଧ୍ୟରେ ଆଦାୟ ହୋଇଛି ୧ କୋଟି ୫୩ ଲକ୍ଷ ୩୪ ହଜାର ୭୬୦ ଟଙ୍କା। ସେପ୍ଟେମ୍ବର ୧ରୁ ନଭେମ୍ବର ୧ ମଧ୍ୟରେ ମୋଟ ୧ କୋଟି ୫୩ ଲକ୍ଷ ୩୪ ହଜାର ୭୬୦ କୋଟି ଟଙ୍କା ଆଦାୟ ହୋଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏହି ଜରିମାନା ଆଦାୟ ହୋଇଥିବା ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବିଧାନସଭାର ପ୍ରଶ୍ନକାଳ ସମୟରେ ବିଧାୟକ ମୋହନ ମାଝିଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଏହି ତଥ୍ୟ ଦେଇଛିନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା।

Launching Ceremony of “AYUSHMAN BHARAT

Comments are closed.