112.97 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୮, ୮୬୫ କରୋନା ସଂକ୍ରମିତ ଓ ୧୧, ୯୭୧ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୮, ୮୬୫ କରୋନା ସଂକ୍ରମିତ ଓ ୧୧, ୯୭୧ ସୁସ୍ଥ ଦିଲ୍ଲୀ: ନଭେମ୍ବର ୧୬: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୮୬୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୯୭୧ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମତିଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮. ୨୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୬୧ ହଜାର ୭୫୬ ଜଣ କରୋନାରୁ […]
Read More...

Advertisement