115.79 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧୦, ୩୦୨ କରୋନା ସଂକ୍ରମିତ ଓ ୨୬୭ ମୃତ

୨୪ ଘଣ୍ଟାରେ ଦେଶରେ ୧୦, ୩୦୨ କରୋନା ସଂକ୍ରମିତ ଓ ୨୬୭ ମୃତ ଦିଲ୍ଲୀ: ନଭେମ୍ବର ୨୦: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୩୦୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୭୮୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୦୯ ହଜାର ୭୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]
Read More...

Advertisement