123.25 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୬, ୯୯୦ ସଂକ୍ରମିତ ଏବଂ ୧୯୦ ମୃତ

୨୪ ଘଣ୍ଟାରେ ଦେଶରେ ୬, ୯୯୦ ସଂକ୍ରମିତ ଏବଂ ୧୯୦ ମୃତ ଦିଲ୍ଲୀ: ନଭେମ୍ବର ୩୦: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୯୯୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୧୧୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୧୮ ହଜାର ୨୯୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୫୪୩ […]
Read More...

Advertisement