124.10 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୮,୯୫୪ କରୋନା ସଂକ୍ରମିତ ଏବଂ ୨୬୭ ମୃତ

୨୪ ଘଣ୍ଟାରେ ଦେଶରେ ୮,୯୫୪ କରୋନା ସଂକ୍ରମିତ ଏବଂ ୨୬୭ ମୃତ ଦିଲ୍ଲୀ: ଡିସେମ୍ବର ୦୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୯୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୨୦୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]
Read More...

Advertisement