125.75 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୯,୨୧୬ କରୋନା ସଂକ୍ରମିତ ଏବଂ ୩୯୧ ମୃତ

୨୪ ଘଣ୍ଟାରେ ଦେଶରେ ୯,୨୧୬ କରୋନା ସଂକ୍ରମିତ ଏବଂ ୩୯୧ ମୃତ ଦିଲ୍ଲୀ: ଡିସେମ୍ବର ୦୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୨୧୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୬୧୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୪୫ ହଜାର ୬୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]
Read More...

Advertisement