128.76 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୬, ୮୨୨ କରୋନା ସଂକ୍ରମିତ ଏବଂ ୨୨୦ ମୃତ

୨୪ ଘଣ୍ଟାରେ ଦେଶରେ ୬, ୮୨୨ କରୋନା ସଂକ୍ରମିତ ଏବଂ ୨୨୦ ମୃତ ଦିଲ୍ଲୀ: ଡିସେମ୍ବର ୦୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୮୨୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୦୦୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର କଥା । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୭୯ ହଜାର […]
Read More...

Advertisement