133.17 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୭, ୩୫୦ କରୋନା ସଂକ୍ରମିତ ଏବଂ ୨୦୨ ମୃତ

୨୪ ଘଣ୍ଟାରେ ଦେଶରେ ୭, ୩୫୦ କରୋନା ସଂକ୍ରମିତ ଏବଂ ୨୦୨ ମୃତ ଦିଲ୍ଲୀ: ଡିସେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୩୫୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୭୩ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୦ ହଜାର ୭୬୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର […]
Read More...

Advertisement