133.88 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୫,୭୮୪ କରୋନା ସଂକ୍ରମିତ ଏବଂ ୨୫୨ ମୃତ

୨୪ ଘଣ୍ଟାରେ ଦେଶରେ ୫,୭୮୪ କରୋନା ସଂକ୍ରମିତ ଏବଂ ୨୫୨ ମୃତ ଦିଲ୍ଲୀ: ଡିସେମ୍ବର ୧୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୭୮୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୯୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୮ ହଜାର ୭୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୮ […]
Read More...

Advertisement