154.61 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣ ୨ ଲକ୍ଷକୁ ଟପିଲା, ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୫, ୪୮୮

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣ ୨ ଲକ୍ଷକୁ ଟପିଲା, ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୫, ୪୮୮ ଦିଲ୍ଲୀ: ଜାନୁଆରୀ ୧୨ : ଦେଶରେ କରୋନାର କଡ଼ାକଡ଼ି କଟକଣା ଥିବା ସତ୍ତେ୍ୱ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲୁଛି । ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୧୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮୪, ୮୨୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୫. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୭ ଲକ୍ଷ ୧୫ ହଜାର ୩୬୧ […]
Read More...

Advertisement