158.04 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାରରୁ ଊର୍ଦ୍ଧ୍ୱ ଏବଂ ୩୧୦ ମୃତ

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାରରୁ ଊର୍ଦ୍ଧ୍ୱ ଏବଂ ୩୧୦ ମୃତ ଦିଲ୍ଲୀ: ଜାନୁଆରୀ ୧୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୩୮ ହଜାର ୦୧୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୫୭ ହଜାର ୪୨୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୪. ୦୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୩ ଲକ୍ଷ ୯୪ ହଜାର ୮୮୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ […]
Read More...

Advertisement