161.16 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୦ ହଜାର ଉପରକୁ କରୋନା ସଂକ୍ରମିତ ଏବଂ ୪୮୮ ମୃତ

୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୦ ହଜାର ଉପରକୁ କରୋନା ସଂକ୍ରମିତ ଏବଂ ୪୮୮ ମୃତ ଦିଲ୍ଲୀ: ଜାନୁଆରୀ ୨୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୦୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୪୨ ହଜାର ୬୭୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୩୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୬୩ ଲକ୍ଷ ୦୧ ହଜାର ୪୮୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ […]
Read More...

Advertisement