177.13 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୪୯୯ ଜଣ ସଂକ୍ରମିତ ଏବଂ ୨୩ ହଜାରରୁ ଅଧିକ ସୁସ୍ଥ

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୪୯୯ ଜଣ ସଂକ୍ରମିତ ଏବଂ ୨୩ ହଜାରରୁ ଅଧିକ ସୁସ୍ଥ ଦିଲ୍ଲୀ: ଫେବୃଆରୀ ୨୬ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୪୯୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୩ ହଜାର ୫୯୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୨ ଲକ୍ଷ ୭୦ ହଜାର […]
Read More...

Advertisement