177.70 cr vaccine doses
ଦେଶ- ବିଦେଶ 

ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୬, ୯୧୫ ସଂକ୍ରମିତ ଚିହ୍ନଟ ଏବଂ ୧୮୦ ମୃତ

ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୬, ୯୧୫ ସଂକ୍ରମିତ ଚିହ୍ନଟ ଏବଂ ୧୮୦ ମୃତ ଦିଲ୍ଲୀ: ମାର୍ଚ୍ଚ ୦୧ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ୯୧୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୮୬୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୨୪ ହଜାର […]
Read More...

Advertisement