178.90 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪, ୩୬୨ ଏବଂ ୯ ହଜାରରୁ ଅଧିକ ସୁସ୍ଥ

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪, ୩୬୨ ଏବଂ ୯ ହଜାରରୁ ଅଧିକ ସୁସ୍ଥ ଦିଲ୍ଲୀ: ମାର୍ଚ୍ଚ ୦୭ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୩୬୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୯ ହଜାର ୬୨୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୯୮ ହଜାର ୦୯୫ […]
Read More...

Advertisement