181.89 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧, ୭୭୮ କରୋନାରେ ସଂକ୍ରମିତ ଓ ୨ ହଜାରରୁ ଅଧିକ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୧, ୭୭୮ କରୋନାରେ ସଂକ୍ରମିତ ଓ ୨ ହଜାରରୁ ଅଧିକ ସୁସ୍ଥ ଦିଲ୍ଲୀ: ମାର୍ଚ୍ଚ ୨୩ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୭୭୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୪୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି […]
Read More...

Advertisement