191.15 cr vaccine doses
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୨, ୮୫୮ କରୋନା ସଂକ୍ରମିତ ଓ ୩, ୩୫୫ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୨, ୮୫୮ କରୋନା ସଂକ୍ରମିତ ଓ ୩, ୩୫୫ ସୁସ୍ଥ ଦିଲ୍ଲୀ: ମେ ୧୪ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୫୮ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୧୯ ହଜାର ୧୧୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୩୫୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ […]
Read More...

Advertisement