2023-JEE RESULT OUT
ଦେଶ- ବିଦେଶ  ଓଡ଼ିଶା 

ପ୍ରକାଶ ପାଇଲା ଜେଇଇ ମେନ ପରୀକ୍ଷା ଫଳ

ପ୍ରକାଶ ପାଇଲା ଜେଇଇ ମେନ ପରୀକ୍ଷା ଫଳ ଭୁବନେଶ୍ୱର : ପ୍ରକାଶ ପାଇଲା ଜେଇଇ ମେନ-୨୦୨୩ ପରୀକ୍ଷା ଫଳ । ପରୀକ୍ଷା ଫଳ ପ୍ରକାଶ ନେଇ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(NTA) ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ଜାନୁଆରୀରେ ପରୀକ୍ଷା ଦେଇଥିଲେ ସେମାନେ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ I ପ୍ରାର୍ଥୀମାନେ ସେମାନଙ୍କର ଆପ୍ଲିକେସନ୍‌ ନମ୍ବର ଓ ଜନ୍ମ ତାରିଖ ଦେଇ ରେଜଲ୍ଟ ଚେକ୍‌ କରିପାରିବେ। JEE (ମେନ୍)-୨୦୨୩ ସେସନ୍-୧ ପରୀକ୍ଷା ଜାନୁଆରୀ ୨୪ରୁ ଆରମ୍ଭ ହୋଇ ଫେବୃଆରୀ ୧ରେ ଶେଷ ହୋଇଥିଲା। ଚଳିତ ଥର ୮.୬ […]
Read More...

Advertisement