34 new court will construc in odisha
ଓଡ଼ିଶା 

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂତନ ଅଦାଲତ

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂତନ ଅଦାଲତ ଭୁବନେଶ୍ୱର: ମଇ ୦୨: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ସରକାର ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ। କମିଟିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ […]
Read More...

Advertisement