ଭୁବନେଶ୍ୱର: ଅକ୍ଟୋବର ୦୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬, ୭୧୭ ସ୍ୱାବ ଟେଷ୍ଟ ମଧ୍ୟରୁ ୫୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୯ ହଜାର ୯୯୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୨୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ରାଜ୍ୟରେ ୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୩୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫,୧୧୩ ରହିଛି ।
Covid-19 Report For 6th October
New Positive Cases: 582
Of which 0-18 years: 83
In quarantine: 337
Local contacts: 245(Details of local contacts will be shared by concerned Dist Administration)
District Wise Cases:
1. Balasore: 19
2. Bargarh: 2
3. Bhadrak: 3
4. Balangir: 3— I & PR Department, Odisha (@IPR_Odisha) October 7, 2021
21. Nayagarh: 5
22. Puri: 21
23. Sambalpur: 21
24. Sonepur: 1
25. Sundargarh: 7
26. State Pool: 66New recoveries: 429
Cumulative tested: 20443634
Positive: 1029994
Recovered: 1016594
Active cases: 5113— I & PR Department, Odisha (@IPR_Odisha) October 7, 2021

Comments are closed.