ଭୁବନେଶ୍ୱର: ଡିସେମ୍ବର ୨୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪, ୨୨୬ ସ୍ୱାବ ଟେଷ୍ଟ ମଧ୍ୟରୁ ୧୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୨୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୨ ହଜାର ୭୦୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୪୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧, ୮୨୧ରହିଛି ।
Covid-19 Report For 19th December
New Positive Cases: 186
Of which 0-18 years: 39
In quarantine: 109
Local contacts: 77(Details of local contacts will be shared by concerned District)
1. Angul: 3
2. Balasore: 1
3. Bargarh: 1
4. Bhadrak: 3
5. Cuttack: 18
6. Deogarh: 5— I & PR Department, Odisha (@IPR_Odisha) December 20, 2021
New recoveries: 258
Cumulative tested: 24883860
Positive: 1053020
Recovered: 1042701
Active cases: 1821— I & PR Department, Odisha (@IPR_Odisha) December 20, 2021

Comments are closed.