ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

0

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସୋମବାର ସନ୍ଧ୍ୟାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହେବ । ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ। ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।

Govt
Leave A Reply

Your email address will not be published.