Active cases stand at 0.04%
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୨, ୮୨୭ କରୋନା ସଂକ୍ରମିତ ଓ ୨୪ ମୃତ

୨୪ ଘଣ୍ଟାରେ ଦେଶରେ ୨, ୮୨୭ କରୋନା ସଂକ୍ରମିତ ଓ ୨୪ ମୃତ ଦିଲ୍ଲୀ: ମେ ୧୨ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୨୭ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୧୩ ହଜାର ୪୧୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୨୩୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ […]
Read More...
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧, ୨୫୯ କରୋନା ସଂକ୍ରମଣ ଚିହ୍ନଟ ଓ ୧, ୭୦୫ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୧, ୨୫୯ କରୋନା ସଂକ୍ରମଣ ଚିହ୍ନଟ ଓ ୧, ୭୦୫ ସୁସ୍ଥ ଦିଲ୍ଲୀ: ମାର୍ଚ୍ଚ ୨୯ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୫୯ ରହିଛି ଏବଂ ୧ ହଜାର ୭୦୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୫ ହଜାର ୫୩୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୩୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି […]
Read More...

Advertisement