Active Corona cases in India
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଦେଶରେ ବଢ଼ିଛୁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୫୮, ୦୯୭ ସଂକ୍ରମିତ, ଓମିକ୍ରମନ୍ଙ୍କ ସଂଖ୍ୟା ୨ ହଜାର ଟପିଲା
Published On
By Samaya Live
ଦିଲ୍ଲୀ: ଜାନୁଆରୀ ୦୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮, ୦୯୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୫, ୩୮୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୦୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୩ ଲକ୍ଷ ୨୧ ହଜାର ୮୦୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ଲକ୍ଷ ୧୪ […]
୨୪ ଘଣ୍ଟାରେ ଦେଶରେ ୮, ୩୦୬ କରୋନା ସଂକ୍ରମିତ ଏବଂ ୨୧୧ ମୃତ
Published On
By Samaya Live
ଦିଲ୍ଲୀ: ଡିସେମ୍ବର ୦୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୦୬ ରହିଛି । କେରଳରେ ସର୍ବାଧିକ ୪, ୪୫୦ ଜଣ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୮୩୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର କଥା । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । […]
୨୪ ଘଣ୍ଟାରେ ଦେଶରେ ୮,୯୫୪ କରୋନା ସଂକ୍ରମିତ ଏବଂ ୨୬୭ ମୃତ
Published On
By Samaya Live
ଦିଲ୍ଲୀ: ଡିସେମ୍ବର ୦୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୯୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୨୦୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]
୨୪ ଘଣ୍ଟାରେ ଦେଶରେ ୩୧,୯୨୩ କରୋନା ସଂକ୍ରମିତ ଓ ୩୧,୯୯୦ ସୁସ୍ଥ
Published On
By Samaya Live
ଦିଲ୍ଲୀ: ସେପ୍ଟେମ୍ବର ୨୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧, ୯୨୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୧,୯୯୦ ଜଣ ସୁସ୍ଥ ହୋଇଛନ୍ତି । ତେବେ କେରଳରେ ସର୍ବାଧିକ ୧୯, ୬୭୫ ଜଣ ଆଜି ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୭୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି […]
ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଟପିଲା ; କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୩୮ ହଜାର ୧୩୫ କୁ ବୃଦ୍ଧି
Published On
By Samaya Live
ଦିଲ୍ଲୀ: ଅଗଷ୍ଟ ୩: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨ ହଜାର ୯୭୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଇଥିବା ବେଳେ ୭୭୧ ଜଣଙ୍କ ମୃତ୍ୟୁ ହେଇଛି I ଏହା ସହ, ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ୩ ହଜାର ୬୯୫ କୁ ବୃଦ୍ଧି ପାଇଛି I ସେହିଭଳି କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୩୮ ହଜାର ୧୩୫ ରେ ପହଂଚିଛି I ଏବେ ୫ ଲକ୍ଷ ୭୯ […]

