ALAKA MOHANTY OWN THE BET
ରାଜନୀତି 

ବ୍ରଜରାଜନଗରରେ ଉଡିଲା ବିଜେଡି ବାନା

ବ୍ରଜରାଜନଗରରେ ଉଡିଲା ବିଜେଡି ବାନା ଝାରସୁଗୁଡ଼ା: ଜୁନ ୩: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବିପୁଳ ବିଜୟ ହାସଲ କରିଛି । ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ପ୍ରାୟ ୬୬,୨୨୫ ଭୋଟରେ ପରାଜିତ କରିଛନ୍ତି । ସୂଚନା ଅନୁଯାୟୀ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ୯୩,୭୯୦ଟି ଭୋଟ୍‌ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ମିଳିଛି ୨୭,୫୬୫ ଖଣ୍ଡ ଭୋଟ୍‌ । ଅପରପକ୍ଷରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ୨୨,୩୧୬ ଖଣ୍ଡ ଭୋଟ୍‌ […]
Read More...

Advertisement