ଭିଜିଲାନ୍ସ ଜାଲରେ ଅନନ୍ତପୁର ଫାଣ୍ଡି ଅଧିକାରୀ

ବାଲେଶ୍ୱର : ଭିଜିଲାନ୍ସ ଜାଲରେ ପୁଣି ଜଣେ ପୋଲିସ ବାବୁ। ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ଅନନ୍ତପୁର ଫାଣ୍ଡି ଅଧିକାରୀ ହୃଷିକେଶ ବିଶ୍ୱାଳ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।

Launching Ceremony of “AYUSHMAN BHARAT

Comments are closed.