Andaman sea
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ
Published On
By Samaya Live
ଭୁବନେଶ୍ୱର: ମେ ୧୬: ଖୁବ୍ ଶିଘ୍ର ତାତିରୁ ମୁîକ୍ତି ମିଳିବ ବୋଲି ଆଜି ରାଜ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ପ୍ରବେଶ କରିଛି । ଏହାର ପ୍ରଭାବରେ ଆସନ୍ତାକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳ କୁ ଅଗ୍ରସର ହୋଇଛି pic.twitter.com/w21vOeqDWU — […]
ଡିସେମ୍ବର ୪ରେ ବାତ୍ୟା
Published On
By Samaya Live
ଭୁବନେଶ୍ୱର: ନଭେମ୍ବର ୩୦: ଆସନ୍ତା ଡିସେମ୍ବର ୪ରେ ଓଡ଼ିଶାରେ ବତ୍ୟାର ସମ୍ଭାବନା ରହିଛି ବୋଲି ଆଜି ଆଇଏମ୍ଡିର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ ଏହା ସ୍ପଷ୍ଟ କରିଛନ୍ତି ଯେ, ଆସନ୍ତା ଶନିବାର ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟର ସ୍ଥଳଭାଗ ଛୁଇଁବ । ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ । ସୂଚନା ଅନୁସାରେ, ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି […]
ଆଣ୍ଡାମାନରେ ସ୍ଥିର ରହିଛି ଘୂର୍ଣ୍ଣିବଳୟ: ୧୩ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
Published On
By Samaya Live
ଭୁବନେଶ୍ୱର: ଅକ୍ଟୋବର ୧୧: ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସ୍ଥିର ରହିଛି । ଘର୍ଣ୍ଣିବଳୟ ସମାନ ସ୍ଥାନରେ ସ୍ଥିର ରହିଥିବାରୁ ଲଘୁଚାପ ସୃଷ୍ଟିରେ ବିଳମ୍ବ ହେଉଛି । ତେବେ ୧୩ ଆଡକୁ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ତରଫୁ ସୂଚନା ମିଳିଛି । ଲଘୁଚାପ ସୃଷ୍ଟି ପରେ କ୍ରମେ ତାହା ପଶ୍ଚିମ ଉତ୍ତରମୁହାଁ […]

