Anura Kumara Dissanayake
ବିଶ୍ବ 

ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେଲେ ରାନିଲ୍‌ ବିକ୍ରମସିଂଘେ

ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେଲେ ରାନିଲ୍‌ ବିକ୍ରମସିଂଘେ କଲମ୍ବୋ: ଶ୍ରୀଲଙ୍କାରେ ଅର୍ଥନୈତିକ ଓ ରାଜନୈତିକ ଅସ୍ଥିରତା ଏବଂ ଦେଶରୁ ପଳାୟନ କରି ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ଇସ୍ତଫା ଦେବା ପରେ ବିକ୍ରମସଂଘେ ଶ୍ରୀଲଙ୍କାରେ କାମଚଳା ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଆଜି ସାଂସଦଙ୍କ ୧୩୪ ଭୋଟ୍‌ ପାଇ ସେ ଦେଶର ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଏହାପୂର୍ବରୁ ସେ ୬ଥର ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ହୋଇସାରିଛନ୍ତି । ତେବେ ନବ ରାଷ୍ଟ୍ରପତି ରାନିଲ୍‌ ପ୍ରତିଦ୍ୱନ୍ଦ୍ୱୀ ବିରୋଧୀ ପ୍ରାର୍ଥୀ ଡଲାସ୍‌ ଅଲାହାେªରୁମା ଏବଂ […]
Read More...

Advertisement