banakalagi niti
ଜିଲ୍ଲା  ଓଡ଼ିଶା 

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ପୁରୀ: ଅପ୍ରେଲ ୨୭: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଇଛି ପୁଣି ମହାସ୍ନାନ । ଆଜି ମଙ୍ଗଳ ଆଳତୀ ପରେ ରତ୍ନ ସିଂହାସନ ଉପରେ ଥିବା ସିଂହାରୀ ସେବାୟତଙ୍କ ଗୋଡ଼ ଖୁଣ୍ଟିଆ ସେବାୟତଙ୍କ ଦେହରେ ବାଜି ଯିବାରୁ ଠାକୁରଙ୍କୁ ମହାସ୍ନାନ କରାଯାଇଛି । ଏଥିପାଇଁ ମହାପ୍ରଭୁଙ୍କ ନୀତିରେ ପ୍ରାୟ ୧ ଘଣ୍ଟା ବିଳମ୍ବ ହୋଇଛି। ସେପଟେ ଆଜି ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ […]
Read More...
ଓଡ଼ିଶା 

ଶ୍ରୀଜିଉଙ୍କର ହେବ ବନକଲାଗି ନୀତି

ଶ୍ରୀଜିଉଙ୍କର ହେବ ବନକଲାଗି ନୀତି ପୁରୀ: ମାର୍ଚ୍ଚ ୨୩: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ୪ଘଣ୍ଟା ଧରି ନୀତି ଚାଲିବ। ଏଥିପାଇଁ ଅପରାହ୍ଣ ୪.୩୦ରୁ ରାତି ୮.୩୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ […]
Read More...
ଜିଲ୍ଲା 

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପୁରୀ: ମାର୍ଚ୍ଚ ୦୯: ଆଜି ପବିତ୍ର ଫାଲଗୁନ ଶୁକ୍ଳ ସପ୍ତମୀ ତିଥି । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ସାଧାରଣ ଲୋକେ । ଏହି ବନକଲାଗି ବା ଶ୍ରୀମୁଖ ସିଂହାର ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୫ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ […]
Read More...
ଜିଲ୍ଲା  ଓଡ଼ିଶା 

ମହାପ୍ରଭୁଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି ନୀତି ପୁରୀ: ଜାନୁଆରୀ ୧୯: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧ। ବିଗ୍ରହଙ୍କ ବନକଲ।ଗି ନୀତି। ମଧ୍ୟ।ହ୍ନ ଧୂପ ପରେ ଦତ୍ତମହ।ପ।ତ୍ର ସେବକମ।ନେ ମହ।ପ୍ରଭୁଙ୍କର ବନକଲ।ଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତ।ଳ, ଶଙ୍ଖ, କସ୍ତୁରୀ ଓ କଳ। ଆଦି ପ୍ର।କୃତିକ ରଙ୍ଗରେ ମହ।ପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗ।ର କର।ଯିବ। ଏହ। ଏକ ଗୁପ୍ତ ସେବ। ହୋଇଥିବ।ରୁ ପ୍ର।ୟ ୪ ଘଣ୍ଟ। ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ବନକଲ।ଗି ନୀତି ପରେ ମହ।ପ୍ରଭୁଙ୍କୁ ମହ।ସ୍ନ।ନ କର।ଯିବ । ଏହ।ପରେ ପୁନର୍ବ।ର […]
Read More...

Advertisement