Bande Utkala Janani as State Song
ଓଡ଼ିଶା 

କ୍ୟାବିନେଟ ନିଷ୍ପତ୍ତି; ବନ୍ଦେ ଉତ୍କଳ ଜନନୀକୁ ମିଳିଲା ରାଜ୍ୟ ସଂଗୀତ ମାନ୍ୟତା

କ୍ୟାବିନେଟ ନିଷ୍ପତ୍ତି; ବନ୍ଦେ ଉତ୍କଳ ଜନନୀକୁ ମିଳିଲା ରାଜ୍ୟ ସଂଗୀତ ମାନ୍ୟତା ଭୁବନେଶ୍ୱର :ଜୁନ ୭: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ବନ୍ଦେ ଉତ୍କଳ ଜନନୀକୁ ମିଳିଲା ରାଜ୍ୟ ସଙ୍ଗୀତର ମାନ୍ୟତା । ରବିବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟ ବୈଠକରେ ନିଆଯାଇଛି ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ବସିଥିବା କ୍ୟାବିନେଟ୍‌ ବୈଠକରେ ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଂଗୀତ ମାନ୍ୟତା ପ୍ରସ୍ତାବ ଉପରେ ମୋହର ଦିଆଯାଇଛି । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି […]
Read More...

Advertisement