BJD MLA Bijay Ranjan Singh Bariha
ରାଜନୀତି  ଓଡ଼ିଶା 

ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ ଭାବେ ଚୟନ କରିପାରେ ବିଜେପି

ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ ଭାବେ ଚୟନ କରିପାରେ ବିଜେପି ଭୁବନେଶ୍ୱର: ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ହୋଇପାରନ୍ତି ବୋଲି ସୁନ୍ଦରଗଡ଼ ବିଧାୟକ ତଥା ବିଜେପି ନେତା କୁସୁମ ଟେଟେ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି । ହେଲେ ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନାହିଁ । ପ୍ରଦୀପ ପୁରୋହିତ ୨୦୧୪ରେ ଏଠାରୁ ବିଜୟୀ ହୋଇଥିଲେ । ଅନ୍ୟପଟରେ, ୧୪ ତାରିଖରେ ବିଜେପି ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କରାଯିବ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି […]
Read More...

Advertisement