BJP announces 62 candidates
ଦେଶ- ବିଦେଶ 

ହିମାଚଳରେ ୬୨ ଆସନଲାଗି ବିଜେପିର ପ୍ରାର୍ଥୀ ଘୋଷଣା

ହିମାଚଳରେ ୬୨ ଆସନଲାଗି ବିଜେପିର ପ୍ରାର୍ଥୀ ଘୋଷଣା ନୂଆଦିଲ୍ଲୀ: ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ୬୨ଟି ଆସନଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେପି । ହିମାଚଳ ପ୍ରଦେଶରେ ମୋଟ ୬୮ ଆସନରୁ ପ୍ରାୟ ସର୍ବାଧିକ ତଥା ୬୨ଟି ଆସନ ଲାଗି ବିଜେପି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ନାଁ ରହିଛି । ଜୟରାମ ଠାକୁର ନିଜ ବିଧାନସଭା ମଣ୍ଡଳୀ ସେରାଜରୁ ଲଢ଼ିବେ । ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁଖ ରାମଙ୍କ ପୁଅ ଅନିଲ ଶର୍ମା […]
Read More...

Advertisement