BJP National President J.P.Nadda is coming to Odisha today
ରାଜନୀତି  ଓଡ଼ିଶା 

ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଭୁବନେଶ୍ୱର : ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ତୁମୁଡ଼ିବନ୍ଧ ଓ ପୁରୀ ସଂସଦୀୟ କ୍ଷେତ୍ରର ବାଣପୁରରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଏହି ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ବାଣପୁର ପୂର୍ବରୁ କନ୍ଧମାଳ ତୁମୁଡ଼ିବନ୍ଧରେ ନଡ୍ଡା ଏକ ଜନସଭା କରିବେ । ଭୁବନେଶ୍ୱରରେ ଜେ.ପି. ନଡ୍ଡା ପହଞ୍ଚିବା […]
Read More...

Advertisement