black pagoda
ଓଡ଼ିଶା 

ଆଜିଠୁଁ ପର୍ଯ୍ୟଟନଙ୍କ ପାଇଁ ଖୋଲିଲା ସୂର୍ଯ୍ୟ ମନ୍ଦିର

ଆଜିଠୁଁ ପର୍ଯ୍ୟଟନଙ୍କ ପାଇଁ ଖୋଲିଲା ସୂର୍ଯ୍ୟ ମନ୍ଦିର ଭୁବନେଶ୍ୱର: ଅଗଷ୍ଟ୨: କରୋନା ମହାମାରୀ ସକାଶେ ଗତ ତିନି ମାସରୁ ଊର୍ଦ୍ଧ୍ୱ ଦିନ ଧରି ବନ୍ଦ ଥିବା କୋଣାର୍କର ସୂର୍ଯ୍ୟ ମନ୍ଦିର ଆଜି ପର୍ଯ୍ୟଟନଙ୍କ ପାଇଁ ଖୋଲିଛି । ଗୋଟିଏ ଦିନରେ କେବଳ ୨ ହଜାର ପର୍ଯ୍ୟଟକ ମନ୍ଦିରକୁ ପ୍ରବେଶ କରିପାରିବେ । ପ୍ରତ୍ୟହ ଦୁଇଟି ପର୍ଯ୍ୟାୟରେ ଅର୍ଥାତ୍‌ ସକାଳ ୬ଟାରୁ ଦ୍ୱିପ୍ରହର ୧ଟା ଯାଏଁ ୧ ହଜାର ପର୍ଯ୍ୟଟକ ଏବଂ ଦ୍ୱି୍ୱିପ୍ରହର ୧ଟାରୁ ସନ୍ଧ୍ୟା ୬ଟା ଯାଏଁ ଆଉ ୧ ହଜାର ର୍ପଯ୍ୟଟକଙ୍କୁ ପ୍ରବେଶ ଅନୁମତି […]
Read More...

Advertisement