bord
ଓଡ଼ିଶା 

ଆସନ୍ତାକାଲି ସରିବ ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରକ୍ରିୟା

ଆସନ୍ତାକାଲି ସରିବ ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରକ୍ରିୟା କଟକ: ଜୁନ ୦୨: ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତାକାଲି ଶେଷ ହେବ ।ଚଳିତ ବର୍ଷ ମୂଲ୍ୟାୟନ କେନ୍ଦ୍ରରୁ ବୋର୍ଡ ନିଯୁକ୍ତ ମେକର ଓ ଚେକରଙ୍କ ଦ୍ୱାରା ସିଧାସଳଖ ଛାତ୍ରଛାତ୍ରୀଙ୍କ ମାର୍କ ଅପ୍ଲୋଡ୍‌ ବ୍ୟବସ୍ଥା କରାଯାଇଛି । ଏହାଦ୍ୱାରା ପରୀକ୍ଷାଫଳ ପ୍ରକାଶନ ପ୍ରକ୍ରିୟା ସହଜ ଓ ସରଳ ହେବ । ରାଜ୍ୟ ମଧ୍ୟରେ ସବଜେକଫିଭ୍‌ ପେପର ମୂଲ୍ୟାୟନ ଚାଲିଥିବାବେଳେ ଏକକାଳୀନ ରାଜ୍ୟ ବାହାରେ ଅବଜେକଫିଭ୍‌ ଖାତା ମୂଲ୍ୟାୟନ ଚାଲିଛି । ଫଳରେ ପ୍ରକ୍ରିୟା ସଂପୂର୍ଣ୍ଣ ହେବା ପାଇଁ […]
Read More...

Advertisement