Brajrajnagar Headline
ଜିଲ୍ଲା 

ପ୍ରଚାର ଆରମ୍ଭ କଲେ ବିଜେପି ବିଧାୟକ ପ୍ରାର୍ଥୀନୀ ରାଧାରାଣୀ ପଣ୍ଡା

ପ୍ରଚାର ଆରମ୍ଭ କଲେ ବିଜେପି ବିଧାୟକ ପ୍ରାର୍ଥୀନୀ ରାଧାରାଣୀ ପଣ୍ଡା ଝାରସୁଗୁଡ଼ା : ଆସନ୍ତା ୩୧ ତାରିଖରେ ହେବାକୁ ଥିବା ବ୍ରଜରାଜନଗର ଉପନିର୍ବାଚନ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋରସୋର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଆଜି ଆନୁଷ୍ଠାନିକ ଭାବରେ ବିଜେପି ବିଧାୟକ ପ୍ରାର୍ଥୀନୀ ରାଧାରାଣୀ ପଣ୍ଡା ପ୍ରଚାର ଆରମ୍ଭ କରିଛନ୍ତି । ରାଧାରାଣୀ ପଣ୍ଡା ଲଖନପୁର ବ୍ଲକସ୍ଥିତ ନିଜ ଗାଁ ଧୂଲୁଣ୍ଡାରୁ ପ୍ରଚାର ଆରମ୍ଭ କରି ପ୍ରଥମେ ଧୂଲୁଣ୍ଡା ଗ୍ରାମର କୂଳଦେବୀ ଓ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରି ନିଜ ସମର୍ଥକ ମାନଙ୍କ ସହ […]
Read More...
ଓଡ଼ିଶା 

ବ୍ରଜରାଜନଗର ଉପନିର୍ବାଚନ: ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା, ୫ କେନ୍ଦ୍ର ମନ୍ତ୍ରୀ

ବ୍ରଜରାଜନଗର ଉପନିର୍ବାଚନ: ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା, ୫ କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଶାସକ ବିଜୁ ଜନତା ଦଳ, ବିରୋଧୀ ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ । ନାମାଙ୍କନ ପତ୍ର ଦାଖଲଠୁ ନେଇ ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇ ସାରିଛି । ଏବେ ପ୍ରଚାରରେ କମ୍ପିବ ବ୍ରଜରାଜନଗର ମଇଦାନ । ଛୁଟିବ ମାଳ ମାଳ ନେତାଙ୍କ ସୁଅ । ଏହି କ୍ରମରେ ବିଜେପି ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା […]
Read More...

Advertisement