Bus and truck collide
ଦେଶ- ବିଦେଶ 

ଉତ୍ତରପ୍ରଦେଶ : ବସ୍‌ ଓ ଟ୍ରକ ମୁହାଁମୁହିଁ ଧକ୍କା, ୮ ମୃତ, ୨୦ ଗୁରୁତର

ଉତ୍ତରପ୍ରଦେଶ : ବସ୍‌ ଓ ଟ୍ରକ ମୁହାଁମୁହିଁ ଧକ୍କା, ୮ ମୃତ, ୨୦ ଗୁରୁତର ଉତ୍ତରପ୍ରଦେଶ : ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ବିଷୟରେ ଲକ୍ଷ୍ମୀପୁର ଉପ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରି ଗୁରୁତରଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଖବର ଅନୁଯାୟୀ, ଏହି ଦୁର୍ଘଟଣା ମଙ୍ଗଳବାର ସକାଳ […]
Read More...

Advertisement