ଆଇରନ ବୋଝେଇ ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ

ସମୟ ଲାଇଭ,22/2(ରାଜ ଗୁପ୍ତା):ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ କାଦପାଣି ନିକଟରେ ଆଇରନ ଟ୍ରକ ଧକ୍କାରେ ସ୍କୁଟି ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିଥିବା ଜଣାପଡିଛି।

Comments are closed.