CBSE 10TH AND 12TH BOARD EXAMS START FROM TODAY
ଓଡ଼ିଶା 

ଆଜି ଠାରୁ ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଆରମ୍ଭ

ଆଜି ଠାରୁ ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଆରମ୍ଭ ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହୋଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା । ସକାଳ ସାଢେ଼ ୧୦ଟାରୁ ଦିନ ସାଢେ଼ ଗୋଟାଏ ଯାଏ ପରୀକ୍ଷା ହେବ। ପରୀକ୍ଷାର୍ଥୀ ମାନେ ସକାଳ ୧୦ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ। ଦଶମ ପରୀକ୍ଷା ୨୧ ମାର୍ଚ୍ଚ ଯାଏ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୫ଯାଏ ଚାଲିବ। ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କଟକଣା କଡ଼ାକଡ଼ି କରାଯାଇଥିବାବେଳେ ତ୍ରିସ୍ତରୀୟ ସ୍କ୍ଵାର୍ଡ ବ୍ୟବସ୍ଥା କରାଯାଇଛି। ସମସ୍ତ […]
Read More...

Advertisement