chief minister naveen pattnaik going for itally tour
ଓଡ଼ିଶା 

ଇଟାଲି ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଇଟାଲି ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର: ଜୁନ ୨୦: ଆଜିଠୁ ଇଟାଲି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ୱାର୍ଲï ଫୁଡ୍‌ ପ୍ରୋଗ୍ରାମ, ପକ୍ଷରୁ ରୋମରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ସେଠାରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା ରୂପାନ୍ତୀକରଣ ଉପରେ ବାର୍ତ୍ତା ଦେବେ ନବୀନ । ଖାଦ୍ୟ ପାଇଁ ଦିନେ ଅନ୍ୟ […]
Read More...

Advertisement