Chief Minister responsible for poor situation during lawyers' movement: Suresh Pujari
ଓଡ଼ିଶା 

ଓକିଲ ଆନ୍ଦୋଳନ ବେଳେ ଅଭାବନୀୟ ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ : ସୁରେଶ ପୂଜାରୀ

ଓକିଲ ଆନ୍ଦୋଳନ ବେଳେ ଅଭାବନୀୟ ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ : ସୁରେଶ ପୂଜାରୀ ନୂଆଦିଲ୍ଲୀ : ପଶ୍ଚିମ ଓଡ଼ିଶାରେ ଓକିଲ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖିଛନ୍ତି ବିଜେପି ସାଂସଦ ସୁରେଶ ପୂଜାରୀ I ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ସମୟରେ ହୋଇଥିବା ଗଣ୍ଡଗୋଳ ବେଳେ ଅନେକ ଓକିଲଙ୍କୁ ଗିରଫ କରାଯାଇଛି I ଗିରଫ ଓକିଲଙ୍କୁ ମୁକ୍ତ କରି ସେମାନଙ୍କ ଲାଇସେନ୍‌ସ୍‌ ସଚଳ କରିବା ସହିତ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ସ୍ଥାପନ ନିମନ୍ତେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବା ଲାଗି […]
Read More...

Advertisement