Chief Minister
ରାଜନୀତି  ଦେଶ- ବିଦେଶ 

କିଏ ହେବ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ?

କିଏ ହେବ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ? ପଞ୍ଜାବ: ଡିସେମ୍ବର ୦୪: କିଛି ଦିନ ପୂର୍ବେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ଏକ ଜାତୀୟ ଗଣମାଧ୍ୟମରେ ଯୋଗ ଦେଇ କହିଛନ୍ତି ନିଜ ମନର କଥା। ସେ କହିଛନ୍ତି କି ସମସ୍ତଙ୍କର ମନ ଓ ଆଶା ଅଛି । ମୋ ବିପକ୍ଷ ଦଳର ମଧ୍ୟ ରହିଛି, ଏବଂ ମୁଁ ଏହାକୁ ସ୍ୱାଗତ କରେ । ତେବେ କିଏ ମୁଖ୍ୟମନ୍ତ୍ରୀ ହେବ ତାହା ଜନତା, ପାର୍ଟି ଓ ନେତା ସୁନିଶ୍ଚିତ କରିବେ। ନବଯୋତ ସିଂ ସିଦ୍ଧୁ ହେଉଛନ୍ତି […]
Read More...
ଓଡ଼ିଶା 

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ : ମୁଖ୍ୟମନ୍ତ୍ରୀ

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ : ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଅଗଷ୍ଟ ୪: ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି […]
Read More...
ଓଡ଼ିଶା 

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା; ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ

ଭଲରେ  ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା; ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଜୁଲାଇ ୨୦: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ ମହାପ୍ରଭୂଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି । ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍ ସମୟରେ ସମ୍ପନ୍ନ କଲେ […]
Read More...
ଓଡ଼ିଶା 

ପୂଜା ଛୁଟି ଯାଏ ସ୍କୁଲ,କଲେଜ ବନ୍ଦ; ମୁଖ୍ୟମନ୍ତ୍ରୀ

ପୂଜା ଛୁଟି ଯାଏ ସ୍କୁଲ,କଲେଜ ବନ୍ଦ; ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୨୭: ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମ୍‌ଏସ୍‌ଏମ୍‌ଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୁଧବାର […]
Read More...
ଓଡ଼ିଶା 

୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସର ରେ ରାଜ୍ୟବାସୀ ଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସର ରେ ରାଜ୍ୟବାସୀ ଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୧୫: ଭୁବନେଶ୍ୱର ର ପ୍ରଦର୍ଶନୀ ପଡିଆ ରେ ପାଳିତ ହେଲା ରାଜ୍ୟ ସ୍ଥରୀୟ ସ୍ୱାଧୀନତା ଦିବସ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଛନ୍ତି I ୭୪ ତମ ସ୍ୱାଧୀନତା ଦିବସ ପାଳନ ର ପ୍ରାରମ୍ଭରେ ସେ ଓଡ଼ିଶାର ବୀରପୁତ୍ରମାନଙ୍କୁ ସମ୍ମାନ ଜଣାଇବା ସହ ବୀର ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି I ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ବିଗତ ୫ ମାସ […]
Read More...
ଓଡ଼ିଶା 

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଗହଳିକୁ ନଯାଇ ଲୋକଙ୍କ ସହିତ ଯୋଡ଼ି ହୁଅ

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଗହଳିକୁ ନଯାଇ ଲୋକଙ୍କ ସହିତ ଯୋଡ଼ି ହୁଅ ଭୁବନେଶ୍ୱର : ଜୁଲାଇ ୦୧: ସମଗ୍ର ବିଶ୍ୱ କରୋନା ମହାମାରୀର ମୁକାବିଲା କରୁଛି । ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଭଲ ସ୍ଥିତିରେ ଅଛି । ଓଡ଼ିଶାର ମୃତୁ୍ୟହାର ବି କମ୍‌ ରହିଛି । ଏହା ଲୋକଙ୍କ ସହଯୋଗ, ଜନପ୍ରତିନିଧି ଓ ସରାକାରୀ କର୍ମଚାରୀଙ୍କ ପରିଶ୍ରମର ଫଳ । ବିଧାୟକମାନେ ଗହଳି ଭିତରକୁ ଯାଆ;ୁ ନାହିଁ । ଗହଳି ନ କରି ଟେକ୍ନୋଲୋଜି ମାଧ୍ୟମରେ ଲୋକଙ୍କ ସହ ଯୋଡ଼ି ହୁଅ;ୁ । କୋଭିଡ ଗାଇଡଲାଇନ ପାଳନ କରି […]
Read More...
ଓଡ଼ିଶା 

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା; ଅର୍ଥନୀତି ପୁନରୁଦ୍ଧାର ଉପରେ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା; ଅର୍ଥନୀତି ପୁନରୁଦ୍ଧାର ଉପରେ ଗୁରୁତ୍ୱ Edited by Papu Mohanty ଭୁବନେଶ୍ୱର : May 12: କୋଭିଡ ଯୋଗୁ ଶୀଥିଳ ହୋଇପଡିଥିଲା ଅର୍ଥନୀତିର ପୁନରୁଦ୍ଧାର ଲାଗି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଗାମୀ ଏକ ସପ୍ତାହ ମଧ୍ୟରେ କୋଭିଡ କେୟାର ସେଣ୍ଟର ଗୁଡ଼ିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇବ । ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଯାଜୂପୁର ଓ ବଲାଙ୍ଗୀର ଜିଲ୍ଲାମାନଙ୍କରେ କୋଭିଡ କେୟାର ସେଂଟରର ସିଟ ସଂଖ୍ୟା ବଢାଯିବ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର କୋଭିଡ ନିୟନ୍ତ୍ରଣ […]
Read More...

Advertisement