chilika mla prashant jagdev
ଓଡ଼ିଶା 

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଶ୍ୱସ୍ତି : ସର୍ତ୍ତମୂଳକ ଜାମିନ ଦେଲା ସୁପ୍ରିମକୋର୍ଟ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଶ୍ୱସ୍ତି :  ସର୍ତ୍ତମୂଳକ ଜାମିନ ଦେଲା ସୁପ୍ରିମକୋର୍ଟ ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଆଶ୍ୱସ୍ତି । ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଏନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି । ସୂଚନା ଥାଉ ଯେ, ମାର୍ଚ୍ଚ ୧୨ ତାରିଖ ଦିନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବାବେଳେ ବାଣପୁର ବ୍ଲକ ଅଫିସ୍‌ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଯାହାପରେ ସାଧାରଣ ଜନତାଙ୍କ ସମେତ କିଛି ପୋଲିସ୍‌ କର୍ମଚାରୀ ଗୁରୁତର ଆହତ […]
Read More...

Advertisement