CJI NV Ramana
ଦେଶ- ବିଦେଶ 

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଉଦୟ ଉମେଶ ଲଳିତ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଉଦୟ ଉମେଶ ଲଳିତ ଦିଲ୍ଲୀ: ଚଳିତ ମାସ ୨୬ ତାରିଖରେ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏନ୍‌ଭି ରମଣା ଅବସର ନେବାକୁ ଯାଉଛନ୍ତି । ଏହାପୂର୍ବରୁ ଭାରତ ସରକାର ତାଙ୍କ ଉତ୍ତରାଧିକାରୀ ଭାବେ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ଚୟନ କରିଛନ୍ତି । ଏନେଇ ବୁଧବାରଦିନ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରଧାନ ବିଚାରପତିଙ୍କ ସଚିବାଳୟକୁ ଏକ ପତ୍ର ପଠାଯାଇ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ନାମ ସୁପାରିସ କରିବାକୁ କୁହାଯାଇଥିଲା । ବରିଷ୍ଠତା ଭିତ୍ତିରେ ଜଷ୍ଟିସ ଲଳିତ ଜଷ୍ଟିସ ରମଣାଙ୍କ […]
Read More...
ରାଜନୀତି 

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଆସନ୍ତା ୨୦ରେ ଶୁଣାଣି କରିବେ ତିନିଜଣିଆ ଖଣ୍ଡପୀଠ

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଆସନ୍ତା ୨୦ରେ ଶୁଣାଣି କରିବେ ତିନିଜଣିଆ ଖଣ୍ଡପୀଠ ନୂଆଦିଲ୍ଲୀ: ଆସନ୍ତା ଜୁଲାଇ ୨୦ରେ ମହାରାଷ୍ଟ୍ର ରାଜନୈତିକ ସଙ୍କଟ ସମ୍ପର୍କରେ ଆବେଦନର ଶୁଣାଣି ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍‌ ଏନଭି ରମଣାଙ୍କ ନେତୃତ୍ୱରେ ସର୍ବୋଚ୍ଚ ନ୍ୟାୟାଳୟ ଏକ ତିନି ଜଣିଆ ଖଣ୍ଡପୀଠ ଗଠନ କରିଛନ୍ତି । ବୁଧବାର ଦିନ (ଜୁଲାଇ ୨୦) ମହାରାଷ୍ଟ୍ର ରାଜନୈତିକ ସଙ୍କଟ ସମ୍ବନ୍ଧୀୟ ଆବେଦନର ଶୁଣାଣି ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍‌ ଏନଭି ରମଣା ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ତିନି ଜଣିଆ ଖଣ୍ଡପୀଠର ନେତୃତ୍ୱ ନେବେ । […]
Read More...

Advertisement