ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର,୧୫/୨: ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ମୋତିଲାଲ୍ ଓସୱାଲ କିସ୍ ସ୍କୁଲକୁ ଲୋକାପର୍ଣ କରିବେ ମୁଖ୍ୟମନ୍ତ୍ରୀ। ଏଥିସହ ଏହି ଉଦଘାଟନୀ ଉତ୍ସବରେ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ ଯୋଗଦେବେ। ସେହିପରି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମେତ କନ୍ଧମାଳ ସାଂସଦ ଅତ୍ୟୁତ ସାମନ୍ତ ଓ ବଲାଙ୍ଗିର ସାଂସଦ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Launching Ceremony of “AYUSHMAN BHARAT

Comments are closed.